Online Bible

- Reklamy -




1 ରାଜାବଳୀ 7:25 - ପବିତ୍ର ବାଇବଲ

25 ଏହି କୁଣ୍ତ ବାର ଗୋଟି ଷଣ୍ଢ ଉପରେ ସ୍ଥାପିତ ହୋଇଥିଲା। ସେହି ଷଣ୍ଢଗୁଡ଼ିକ ତିନି ଦଳରେ ସଜା ହୋଇଥିଲେ ଏବଂ ମୁହଁ ଗ୍ଭରିଦିଗ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ କରିଥିଲା। ଷଣ୍ଢମାନଙ୍କର ପଶ୍ଚା‌ତ୍‌ଭାଗ କୁଣ୍ତ ମଝି ଆଡ଼କୁ ଥିଲା। କୁଣ୍ତ ସେମାନଙ୍କ ଉପରେ ରଖାଯାଇଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଏହି ପାତ୍ର ଦ୍ଵାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍ଭାଗ ଭିତରକୁ ଥିଲା।

Viz kapitola kopírovat

ଓଡିଆ ବାଇବେଲ

25 ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍‍ଭାଗ ଭିତରକୁ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍‍ଭାଗ ଭିତରକୁ ଥିଲା।

Viz kapitola kopírovat




1 ରାଜାବଳୀ 7:25

Následuj nás:

Reklamy


Reklamy