1 ରାଜାବଳୀ 7:26 - ପବିତ୍ର ବାଇବଲ26 ସେହି ପାତ୍ରର ମୋଟେଇ ଗ୍ଭରି ଅଙ୍ଗୁଳି ଥିଲା। ତା'ର ଫନ୍ଦ କପର ଫନ୍ଦ ପରି କିଅବା ପୁଷ୍ପର ପାଖୁଡ଼ା ସଦୃଶ ଥିଲା। ସେହି ଚୌବାଗ୍ଭ 2,000 ମହଣ ଧାରଣ କରୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, ଶୋଷଣପୁଷ୍ପ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା। Viz kapitolaଓଡିଆ ବାଇବେଲ26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା। Viz kapitola |