1 ରାଜାବଳୀ 7:30 - ପବିତ୍ର ବାଇବଲ30 ପ୍ରତ୍ୟେକ ବୈଠିକିର ଗ୍ଭରୋଟି ପିତ୍ତଳମୟ ଚକ ଓ ପିତ୍ତଳର ଅଖ ଗ୍ଭରିକୋଣରେ ସ୍ଥାପିତ ଅବଲମ୍ବନ ଥିଲା। ସେହିସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଆହୁରି ପ୍ରତ୍ୟେକ ବୈଠିର ପିତ୍ତଳମୟ ଚାରି ଚକ୍ର ଓ ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ଵନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ଵନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ଵରେ ମାଳା ଥିଲା। Viz kapitolaଓଡିଆ ବାଇବେଲ30 ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା। Viz kapitola |