Online Bible

- Reklamy -




1 ରାଜାବଳୀ 7:31 - ପବିତ୍ର ବାଇବଲ

31 ଉପରେ ମାଠିଆ ପାଇଁ ଏକ ଥାକ ଥିଲା। ଏହାର ଲମ୍ବ ଏକ ହାତ ଥିଲା। ମାଠିଆର ମୁହଁ ଗୋଲାକାର ଚତୁଃଷ୍କୋଣ ଥିଲା। ଏହାର ବ୍ୟାସ ଦେଢ଼ ହାତ ଥିଲା। ସେହି ଥାକରେ କଂସାରେ ବହୁତ ନ‌କ୍‌ସା ଅଙ୍କା ଯାଇଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ତହିଁର ମୁଣ୍ତାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନୋହି ଚତୁଷ୍କୋଣ ଥିଲା।

Viz kapitola kopírovat

ଓଡିଆ ବାଇବେଲ

31 ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନୋହି ଚତୁଷ୍କୋଣ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନ ହୋଇ ଚତୁଷ୍କୋଣ ଥିଲା।

Viz kapitola kopírovat




1 ରାଜାବଳୀ 7:31

Následuj nás:

Reklamy


Reklamy