Online Bible

- Reklamy -




1 ରାଜାବଳୀ 7:32 - ପବିତ୍ର ବାଇବଲ

32 ଫ୍ରେମ୍ ତଳେ ଗ୍ଭରୋଟି ଚକ ଥିଲା ଓ ଚକଗୁଡ଼ିକର ବ୍ୟାସ ଦେଢ଼ ହାତ ଥିଲା। ଚକଗୁଡ଼ିକର କାଠ ଗୋଟିଏ ଖଣ୍ତ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବୈଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।

Viz kapitola kopírovat

ଓଡିଆ ବାଇବେଲ

32 ପୁଣି, ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।

Viz kapitola kopírovat




1 ରାଜାବଳୀ 7:32

Následuj nás:

Reklamy


Reklamy