1 ରାଜାବଳୀ 7:36 - ପବିତ୍ର ବାଇବଲ36 ସେଇ ଖଟୁଲିର ଓ ଫ୍ରେମ୍ର ପାର୍ଶ୍ୱରେ କିରୁବଦୂତଗଣଙ୍କର, ସିଂହମାନଙ୍କର ଓ ଖଜୁରୀ ଗଛର ଛବି ଖୋଦିତ ହୋଇଥିଲା। ଏହିସବୁ ଛବିଗୁଡ଼ିକ ଖଟୁଲିର ସବୁଆଡ଼େ ଖୋଦିତ କରାଯାଇ ଥିଲା ଓ ଖଟୁଲିର ଚତୁର୍ପାର୍ଶ୍ୱରେ ଥିବା ଫ୍ରେମ୍ରେ ଫୁଲସବୁ ଖୋଦିତ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)36 ପୁଣି ସେ ତହିଁର ଅବଲମ୍ଵନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ ଓ ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଳି ଚତୁର୍ଦ୍ଦିଗରେ ମାଳା ଦେଲା। Viz kapitolaଓଡିଆ ବାଇବେଲ36 ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା। Viz kapitola |