1 ରାଜାବଳୀ 7:37 - ପବିତ୍ର ବାଇବଲ37 ହୀରମ୍ ଦଶ ଗୋଟି ଖଟୁଲି ନିର୍ମାଣ କଲା। ପ୍ରତ୍ୟେକ ଖଟୁଲିର ଆକୃତି ଓ ଆକାର ସମାନ ଥିଲା। କାରଣ ପିତ୍ତଳକୁ ତରଳାଇ ଗୋଟିଏ ଛାଞ୍ଚରେ ଢାଳି ସେ ସେଗୁଡ଼ିକୁ ନିର୍ମାଣ କରିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏହିରୂପେ ସେ ଏକ ଛାଞ୍ଚ ଓ ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବୈଠିକିଯାକ ନିର୍ମାଣ କଲା। Viz kapitolaଓଡିଆ ବାଇବେଲ37 ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା। Viz kapitola |