Online Bible

- Reklamy -




1 ରାଜାବଳୀ 7:38 - ପବିତ୍ର ବାଇବଲ

38 ସେ ଦଶ ଗୋଟି ଖଟୁଲି ଉପରେ ରହିବା ପାଇଁ ଦଶ ଗୋଟି ମାଠିଆ ନିର୍ମାଣ କଲା। ପ୍ରତ୍ୟେକ ମାଠିଆର ବ୍ୟାସ ଗ୍ଭରି ହାତ ଥିଲା ଓ ପ୍ରତ୍ୟେକ ମାଠିଆ ଗ୍ଭଳିଶ୍ ମହଣ ଧାରଣ କରୁଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି ଦଶ ବୈଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।

Viz kapitola kopírovat

ଓଡିଆ ବାଇବେଲ

38 ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।

Viz kapitola kopírovat




1 ରାଜାବଳୀ 7:38

Následuj nás:

Reklamy


Reklamy