Online Bible

- Reklamy -




1 ରାଜାବଳୀ 7:39 - ପବିତ୍ର ବାଇବଲ

39 ପୁଣି ସେ ମନ୍ଦିରର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ବାମ ପାର୍ଶ୍ୱରେ ପାଞ୍ଚ ଖଟୁଲି ରଖିଲା। ଆଉ ଗୃହ ଦକ୍ଷିଣପୂର୍ବ କୋଣରେ ସମୁଦ୍ର ରୂପକ ପାତ୍ର ସ୍ଥାପନ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ପୁଣି ସେ ଗୃହର ଦକ୍ଷିଣ ପାର୍ଶ୍ଵରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ଵରେ ପାଞ୍ଚ ବୈଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ଵରେ ପୂର୍ବଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।

Viz kapitola kopírovat

ଓଡିଆ ବାଇବେଲ

39 ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପୁଣି, ସେ ଗୃହର ଦକ୍ଷିଣ ପାର୍ଶ୍ୱରେ ପାଞ୍ଚ ଓ ଗୃହର ବାମ ପାର୍ଶ୍ୱରେ ପାଞ୍ଚ ବଇଠିକି ରଖିଲା; ଆଉ ଗୃହର ଦକ୍ଷିଣ ପାର୍ଶ୍ୱରେ ପୂର୍ବ ଦିଗରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲା।

Viz kapitola kopírovat




1 ରାଜାବଳୀ 7:39

Následuj nás:

Reklamy


Reklamy