1 ରାଜାବଳୀ 7:40 - ପବିତ୍ର ବାଇବଲ40-45 ହୀରମ୍ ଏହିସବୁ ପ୍ରକ୍ଷାଳନ ପାତ୍ର, ଛୋଟ କରଚୁଲ୍ଲୀ ଏବଂ ଛୋଟ ତାଟିଆଗୁଡ଼ିକ ନିର୍ମାଣ କଲା। ସେ ଶଲୋମନଙ୍କ ଇଚ୍ଛାନୁସାରେ ସମସ୍ତ ଜିନିଷ ତିଆରି ସମାପ୍ତ କଲା। ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ନିମ୍ନ ତାଲିକା ମୁତାବକ ଜିନିଷ ନିର୍ମିତ ହେଲା। ଯଥା: 2 ଗୋଟି ସ୍ତମ୍ଭ; 2 ଗୋଟି ଗୋଲାକାର ମଣ୍ତଳୀ, ସେହି ସ୍ତମ୍ଭ ଉପରିସ୍ଥ ଆବୃତ କରିବା ପାଇଁ; 2 ଗୋଟି ଜାଲି; 400 ଗୋଟି ଡାଳିମ୍ବ ଉଭୟ ଜାଲି ନିମନ୍ତେ, ପ୍ରତ୍ୟେକ ଜାଲିରେ ଦୁଇଧାଡ଼ି ଡାଳିମ୍ବ ରହିବ; 10 ଗୋଟି ଶଗଡ଼ରୁ ପ୍ରତ୍ୟେକ ଶଗଡ଼ରେ ଗୋଟିଏ ପକ୍ଷାଳନ ପାତ୍ର ରହିବ; ସମୁଦ୍ର ପରି ଏକ ବଡ଼ କୁଣ୍ତ, ସମୁଦ୍ର ଆକୃତି କୁଣ୍ତ ତଳେ ବାରଟି ଷଣ୍ଢର ଛବି; ପାତ୍ରଗୁଡ଼ିକ, କରଚୁଲ୍ଲୀଗୁଡ଼ିକ ଏବଂ ତାଟିଆଗୁଡ଼ିକ ହୀରମ୍ ଦ୍ୱାରା ସଦାପ୍ରଭୁଙ୍କ ମନ୍ଦିର ପାଇଁ ତିଆରି ହୋଇଥିଲା। ସେଗୁଡ଼ିକ ସୁନ୍ଦର ପିତ୍ତଳରେ ନିର୍ମିତ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)40 ପୁଣି ହୀରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ତ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୀରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା; Viz kapitolaଓଡିଆ ବାଇବେଲ40 ପୁଣି, ହୂରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ହୂରମ୍ ଏହିସବୁ ପ୍ରକ୍ଷାଳନ-ପାତ୍ର ଓ କରଚୁଲି ଓ କୁଣ୍ଡ ନିର୍ମାଣ କଲା। ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ହୂରମ୍ ଯେ ଯେ କର୍ମରେ ପ୍ରବୃତ୍ତ ହୋଇଥିଲା, ସେସକଳ ସମାପ୍ତ କଲା; Viz kapitola |