Online Bible

- Reklamy -




1 ରାଜାବଳୀ 7:51 - ପବିତ୍ର ବାଇବଲ

51 ଏହିରୂପେ ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ କାର୍ଯ୍ୟ ରାଜା ଶଲୋମନ ସମ୍ପୂର୍ଣ୍ଣ କଲେ। ସେ ମନ୍ଦିର ନିମନ୍ତେ ଉତ୍ସର୍ଗିତ କରିଥିବା ସମସ୍ତ ସାମଗ୍ରୀ, ଯଥା: ରୂପା, ସୁନା ଓ ପାତ୍ରଗୁଡ଼ିକ ତାଙ୍କ ପ୍ରତି ଦାଉଦଙ୍କ ଦ୍ୱାରା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

51 ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍, ରୂପା ଓ ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ତାରରେ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

51 ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍‍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍‍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।

Viz kapitola kopírovat




1 ରାଜାବଳୀ 7:51

Následuj nás:

Reklamy


Reklamy