Online Bible

- Reklamy -




1 ରାଜାବଳୀ 7:6 - ପବିତ୍ର ବାଇବଲ

6 ଆହୁରି ମଧ୍ୟ ସେ “ସ୍ତମ୍ଭ ସଦୃଶ ବାରଣ୍ତା” କଲେ। ଏହା ପଗ୍ଭଶ୍ ହାତ ଦୀର୍ଘ, ତିରିଶ୍ ହାତ ଚଉଡ଼ା ଥିଲା ଓ ବାରଣ୍ତାର ସମ୍ମୁଖରେ ଏକ ସ୍ତମ୍ଭରେ ଭରାଦିଆ ଯାଇଥିବା ପରଦା ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆହୁରି ସେ ସ୍ତମ୍ଭଶ୍ରେଣୀର ବରଣ୍ତା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବରଣ୍ତା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

6 ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।

Viz kapitola kopírovat




1 ରାଜାବଳୀ 7:6

Následuj nás:

Reklamy


Reklamy