Online Bible

- Reklamy -




1 ରାଜାବଳୀ 8:1 - ପବିତ୍ର ବାଇବଲ

1 ତା'ପରେ ରାଜା ଶଲୋମନ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ, ବଂଶସମୂହର ପ୍ରଧାନବର୍ଗଙ୍କୁ ଓ ଇସ୍ରାଏଲର ସମସ୍ତ ପରିବାରର ମୁଖ୍ୟଙ୍କୁ ଏକତ୍ର ଡକାଇଲେ ଓ ସେମାନଙ୍କୁ ଯିରୁଶାଲମ ଆସିବାକୁ କହିଲେ। ଦାଉଦ ନଗରରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ମନ୍ଦିରକୁ ଆଣିବାରେ ସେମାନଙ୍କର ଯୋଗଦାନ ସେ ଗ୍ଭହୁଁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନ-ବର୍ଗଙ୍କୁ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ପିତୃଗୃହାଧି-ପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶସମୂହର ପ୍ରଧାନବର୍ଗଙ୍କୁ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।

Viz kapitola kopírovat




1 ରାଜାବଳୀ 8:1

Následuj nás:

Reklamy


Reklamy