Online Bible

- Reklamy -




1 ରାଜାବଳୀ 8:10 - ପବିତ୍ର ବାଇବଲ

10 ଯାଜକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ମହାପବିତ୍ର ସ୍ଥାନରେ ରଖି ସାରିଲା ପରେ ବାହାରି ଆସିଲେ, ଏବଂ ସଦାପ୍ରଭୁଙ୍କ ମନ୍ଦିର ମେଘରେ ପରିପୂର୍ଣ୍ଣ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଯାଜକମାନେ ପବିତ୍ରସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;

Viz kapitola kopírovat

ଓଡିଆ ବାଇବେଲ

10 ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ଯାଜକମାନେ ପବିତ୍ର ସ୍ଥାନ ମଧ୍ୟରୁ ବାହାରି ଆସିଲା ଉତ୍ତାରେ ସଦାପ୍ରଭୁଙ୍କ ଗୃହ ମେଘରେ ପରିପୂର୍ଣ୍ଣ ହେଲା;

Viz kapitola kopírovat




1 ରାଜାବଳୀ 8:10

Následuj nás:

Reklamy


Reklamy