1 ରାଜାବଳୀ 8:12 - ପବିତ୍ର ବାଇବଲ12 ତା'ପରେ ଶଲୋମନ କହିଲେ, “ଆକାଶକୁ ଆଲୋକିତ କରିବାକୁ ସଦାପ୍ରଭୁ ସୂର୍ଯ୍ୟକୁ ସୃଷ୍ଟି କରିଅଛନ୍ତି। ମାତ୍ର ସେ ଘୋର ଅନ୍ଧକାର ମେଘରେ ବାସ କରିବାକୁ ପସନ୍ଦ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହୁଁ ଶଲୋମନ କହିଲେ, ସଦାପ୍ରଭୁ ଘୋର ଅନ୍ଧକାରରେ ବାସ କରିବେ ବୋଲି କହିଅଛନ୍ତି। Viz kapitolaଓଡିଆ ବାଇବେଲ12 ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହୁଁ ଶଲୋମନ କହିଲେ, “ସଦାପ୍ରଭୁ ନିବିଡ଼ ମେଘରେ ବାସ କରିବେ ବୋଲି କହିଅଛନ୍ତି। Viz kapitola |