1 ରାଜାବଳୀ 8:14 - ପବିତ୍ର ବାଇବଲ14 ଇସ୍ରାଏଲର ସମସ୍ତ ପୁତ୍ରଗଣ ସେଠାରେ ଦଣ୍ଡାୟମାନ ହୋଇଥିଲେ। ରାଜା ଶଲୋମନ ତାଙ୍କର ମୁହଁ ବୁଲାଇଲେ ଓ ସେମାନଙ୍କୁ ଆଶୀର୍ବାଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ। Viz kapitolaଓଡିଆ ବାଇବେଲ14 ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ରାଜା ମୁଖ ଫେରାଇ ଇସ୍ରାଏଲର ସମଗ୍ର ସମାଜକୁ ଆଶୀର୍ବାଦ କଲେ; ପୁଣି, ଇସ୍ରାଏଲର ସମଗ୍ର ସମାଜ ଠିଆ ହେଲେ। Viz kapitola |