Online Bible

- Reklamy -




1 ରାଜାବଳୀ 8:15 - ପବିତ୍ର ବାଇବଲ

15 ତା'ପରେ ଶଲୋମନ ସଦାପ୍ରଭୁଙ୍କୁ ଏକ ଦୀର୍ଘ ପ୍ରାର୍ଥନାରେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରଶଂସା କର, ଯାହା ସେ ମୋର ପିତା ଦାଉଦଙ୍କୁ ପ୍ରତିଜ୍ଞା କରିଥିଲେ, ସଦାପ୍ରଭୁ ନିଜେ ପୂରଣ କରିଛନ୍ତି। ସଦାପ୍ରଭୁ ମୋର ପିତାଙ୍କୁ କହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆଉ ସେ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,

Viz kapitola kopírovat

ଓଡିଆ ବାଇବେଲ

15 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ସେ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ, ଯେ ଆପଣା ମୁଖରେ ଆମ୍ଭ ପିତା ଦାଉଦଙ୍କୁ ଏହି କଥା କହିଥିଲେ ଓ ଆପଣା ହସ୍ତରେ ତାହା ସଫଳ କରିଅଛନ୍ତି, ଯଥା,

Viz kapitola kopírovat




1 ରାଜାବଳୀ 8:15

Následuj nás:

Reklamy


Reklamy