Online Bible

- Reklamy -




1 ରାଜାବଳୀ 8:18 - ପବିତ୍ର ବାଇବଲ

18 ମାତ୍ର ସଦାପ୍ରଭୁ ମୋର ପିତା ଦାଉଦଙ୍କୁ କହିଲେ, ‘ଆମ୍ଭର ସମ୍ମାନାର୍ଥେ ଏକ ମନ୍ଦିର ନିର୍ମାଣ କରିବାକୁ ତୁମ୍ଭର ବହୁତ ଇଚ୍ଛା ଅଛି, ତୁମ୍ଭର ଏହି ଇଚ୍ଛା ଉତ୍ତମ ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ମାତ୍ର ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ସଂକଳ୍ପ ଅଛି, ତୁମ୍ଭର ଏହି ସଂକଳ୍ପ କରିବା ଉତ୍ତମ;

Viz kapitola kopírovat

ଓଡିଆ ବାଇବେଲ

18 ମାତ୍ର, ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଲେ, “ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ସଂକଳ୍ପ ଅଛି, ତୁମ୍ଭର ଏହି ସଂକଳ୍ପ କରିବା ଉତ୍ତମ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମାତ୍ର, ସଦାପ୍ରଭୁ ମୋʼ ପିତା ଦାଉଦଙ୍କୁ କହିଲେ, ‘ଆମ୍ଭ ନାମ ଉଦ୍ଦେଶ୍ୟରେ ଏକ ଗୃହ ନିର୍ମାଣ କରିବାକୁ ତୁମ୍ଭର ସଂକଳ୍ପ ଅଛି, ତୁମ୍ଭର ଏହି ସଂକଳ୍ପ କରିବା ଉତ୍ତମ;

Viz kapitola kopírovat




1 ରାଜାବଳୀ 8:18

Následuj nás:

Reklamy


Reklamy