1 ରାଜାବଳୀ 8:2 - ପବିତ୍ର ବାଇବଲ2 ଇସ୍ରାଏଲର ସମସ୍ତ ପୁତ୍ରଗଣ ବର୍ଷର ସପ୍ତମ ମାସରେ ଏଥାନୀମ ନାମକ ଏକ ବିଶେଷ ପର୍ବ ଦିନରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ରିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ-ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ। Viz kapitolaଓଡିଆ ବାଇବେଲ2 ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଏଥାନୀମ ନାମକ ସପ୍ତମ ମାସରେ ପର୍ବ ସମୟରେ ସମସ୍ତ ଇସ୍ରାଏଲ ଲୋକ ଶଲୋମନ ରାଜାଙ୍କ ନିକଟରେ ଏକତ୍ର ହେଲେ। Viz kapitola |