1 ରାଜାବଳୀ 8:20 - ପବିତ୍ର ବାଇବଲ20 “ସଦାପ୍ରଭୁଙ୍କର ସେହି ପ୍ରତିଜ୍ଞା ଆଜି ସଫଳ ହୋଇଛି, କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେଲି ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମର ସମ୍ମାନାର୍ଥେ ସେହି ମନ୍ଦିର ନିର୍ମାଣ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି। Viz kapitolaଓଡିଆ ବାଇବେଲ20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ ଆପଣାର ଉକ୍ତ ଏହି କଥା ସଫଳ କରିଅଛନ୍ତି; କାରଣ, ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ମୁଁ ଆପଣା ପିତା ଦାଉଦଙ୍କର ପଦରେ ଉତ୍ପନ୍ନ ଓ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ସେହି ଗୃହ ନିର୍ମାଣ କଲି। Viz kapitola |