1 ରାଜାବଳୀ 8:24 - ପବିତ୍ର ବାଇବଲ24 ତୁମ୍ଭେ ଆପଣାର ସେବକ, ମୋର ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ। ଆଉ ତୁମ୍ଭେ ନିଜ ମୁଖରେ ଯାହା ପ୍ରତିଜ୍ଞା କରିଥିଲ, ଏହା ସତ୍ୟ କରିବା ପାଇଁ ତୁମ୍ଭେ ଆଜି ତୁମ୍ଭର ମହାନ ଶକ୍ତିବଳରେ ତାହା ପୂରଣ କରିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ। Viz kapitolaଓଡିଆ ବାଇବେଲ24 ତୁମ୍ଭେ ଆପଣା ଦାସ ମୋ’ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି, ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି, ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ। Viz kapitola |