1 ରାଜାବଳୀ 8:26 - ପବିତ୍ର ବାଇବଲ26 ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି ମୋ’ ପିତା ଦାଉଦଙ୍କ ପ୍ରତି ଯେଉଁ ପ୍ରତିଜ୍ଞା କରିଅଛ ତାହା ଗ୍ଭଲୁରଖ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏହେତୁ ହେ ଇସ୍ରାଏଲର ପରମେଶ୍ଵର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋʼ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ। Viz kapitolaଓଡିଆ ବାଇବେଲ26 ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋ’ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋʼ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ। Viz kapitola |