Online Bible

- Reklamy -




1 ରାଜାବଳୀ 8:27 - ପବିତ୍ର ବାଇବଲ

27 “କିନ୍ତୁ ହେ ପରମେଶ୍ୱର, ତୁମ୍ଭେ କ’ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ୱର୍ଗ ଓ ସ୍ୱର୍ଗର ଉପରିସ୍ଥ ସ୍ୱର୍ଗ ଯେତେବେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତେବେ ମୋ’ ଦ୍ୱାରା ନିର୍ମିତ ଏକ ଛୋଟ ଗୃହ କ’ଣ ତୁମ୍ଭକୁ ଧାରଣ କରି ପାରିବ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ପରମେଶ୍ଵର କʼଣ ପୃଥିବୀରେ ନିତା; ବାସ କରିବେ? ଦେଖ, ସ୍ଵର୍ଗ ଓ ସ୍ଵର୍ଗର (ଉପରିସ୍ଥ) ସ୍ଵର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?

Viz kapitola kopírovat

ଓଡିଆ ବାଇବେଲ

27 ମାତ୍ର, ପରମେଶ୍ୱର କ’ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ’ ନିର୍ମିତ ଏହି ଗୃହ କ’ଣ ପାରିବ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?

Viz kapitola kopírovat




1 ରାଜାବଳୀ 8:27

Následuj nás:

Reklamy


Reklamy