Online Bible

- Reklamy -




1 ରାଜାବଳୀ 8:28 - ପବିତ୍ର ବାଇବଲ

28 ତଥାପି ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ କାକୂକ୍ତି କରି ନିବେଦନ କରୁଅଛି, ଯେହେତୁ, ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ତଥାପି ହେ ସଦାପ୍ରଭୋ, ମୋʼ ପରମେଶ୍ଵର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା-ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;

Viz kapitola kopírovat

ଓଡିଆ ବାଇବେଲ

28 ତଥାପି, ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତଥାପି, ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;

Viz kapitola kopírovat




1 ରାଜାବଳୀ 8:28

Následuj nás:

Reklamy


Reklamy