1 ରାଜାବଳୀ 8:30 - ପବିତ୍ର ବାଇବଲ30 ହେ ସଦାପ୍ରଭୁ, ତୁମ୍ଭର ଦାସ ଓ ଇସ୍ରାଏଲର ଲୋକେ ଏହି ସ୍ଥାନକୁ ଆସିବେ ଓ ବିନତି କରିବେ, ସେମାନଙ୍କର ପ୍ରାର୍ଥନା ମନୋଯୋଗ ପୂର୍ବକ ଶୁଣ। ଆମ୍ଭେ ଜାଣୁ ଆପଣଙ୍କ ନିବାସଭୂମି ସ୍ୱର୍ଗ। ଆମ୍ଭେ ବିନତି କରୁଅଛୁ ସେହିଠାରେ ଥାଇ ଆମ୍ଭ ପ୍ରାର୍ଥନା ଶୁଣ ଓ ଆମ୍ଭମାନଙ୍କୁ କ୍ଷମା କର। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର। Viz kapitolaଓଡିଆ ବାଇବେଲ30 ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର। Viz kapitola |