1 ରାଜାବଳୀ 8:32 - ପବିତ୍ର ବାଇବଲ32 ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ନିଷ୍ପତ୍ତି କର। ଯଦି ସେ ଦୋଷ କରିଥାଏ ତେବେ ସେ ଦୋଷୀ ବୋଲି ପ୍ରମାଣିତ ହୁଏ, ସେଇ ଅନୁସାରେ ତାକୁ ଦଣ୍ତ ଦିଅ। ଯଦି ସେ ନିର୍ଦ୍ଧୋଷ ତେବେ, ତା'ର ଧାର୍ମିକତା ଅନୁଯାୟୀ ତାକୁ ପୁରସ୍କୃତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)32 ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର। Viz kapitolaଓଡିଆ ବାଇବେଲ32 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର। Viz kapitola |