1 ରାଜାବଳୀ 8:33 - ପବିତ୍ର ବାଇବଲ33 “ସମୟ ସମୟରେ ଇସ୍ରାଏଲର ଲୋକମାନେ ତୁମ୍ଭ ବିରୁଦ୍ଧରେ ପାପ କରିବେ ଓ ସେଥିପାଇଁ ଶତ୍ରୁଦ୍ୱାରା ପରାସ୍ତ ହେବେ। ଯଦି ତୁମ୍ଭ ନିକଟକୁ ଫେରି ଆସି ତୁମ୍ଭ ନାମର ପ୍ରଶଂସା ଉତ୍ସର୍ଗିକୃତ ଭାବରେ କରନ୍ତି ଓ ଏହି ମନ୍ଦିରରେ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ଵୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି, Viz kapitolaଓଡିଆ ବାଇବେଲ33 ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି, Viz kapitola |