Online Bible

- Reklamy -




1 ରାଜାବଳୀ 8:34 - ପବିତ୍ର ବାଇବଲ

34 ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଇସ୍ରାଏଲ ଲୋକର ପାପସବୁ କ୍ଷମା କର ଓ ସେମାନଙ୍କର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେମାନଙ୍କୁ ସେଠାକୁ ପୁନର୍ବାର ଫେରାଇ ଆଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।

Viz kapitola kopírovat

ଓଡିଆ ବାଇବେଲ

34 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।

Viz kapitola kopírovat




1 ରାଜାବଳୀ 8:34

Následuj nás:

Reklamy


Reklamy