Online Bible

- Reklamy -




1 ରାଜାବଳୀ 8:36 - ପବିତ୍ର ବାଇବଲ

36 ତେଣୁ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆମ୍ଭମାନଙ୍କର ପାପ ପାଇଁ ଆମ୍ଭମାନଙ୍କୁ ଏବଂ ତୁମ୍ଭର ସେବକମାନଙ୍କୁ କ୍ଷମା କର। ତୁମ୍ଭେ ଠିକ୍ ଭାବରେ ଲୋକମାନଙ୍କୁ ଜୀବନ ଧାରଣ କରିବାରେ ଶିକ୍ଷା ଦିଅ ଓ ତା'ପରେ ତୁମ୍ଭ ଦେଶରେ ଦୟାକରି ବୃଷ୍ଟି କରିବାକୁ କୃପା କର। ଯାହା ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଦେଇଥିଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।

Viz kapitola kopírovat

ଓଡିଆ ବାଇବେଲ

36 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।

Viz kapitola kopírovat




1 ରାଜାବଳୀ 8:36

Následuj nás:

Reklamy


Reklamy