Online Bible

- Reklamy -




1 ରାଜାବଳୀ 8:37 - ପବିତ୍ର ବାଇବଲ

37 “ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଶସ୍ୟ ସବୁ ନଷ୍ଟ ହୁଏ, ପଙ୍ଗପାଳ ଓ କୀଟ ଦ୍ୱାରା ନଷ୍ଟ ହୁଏ, ଶତ୍ରୁମାନଙ୍କଦ୍ୱାରା ନଗର ସମୂହ ଆକ୍ରମିତ ହୋଇ ଅବରୁଦ୍ଧ ହୁଏ ଓ ଯେବେ ତୁମ୍ଭର ଲୋକେ ରୋଗାକ୍ରାନ୍ତ ହୁଅନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର ଶୋଷ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;

Viz kapitola kopírovat

ଓଡିଆ ବାଇବେଲ

37 ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;

Viz kapitola kopírovat




1 ରାଜାବଳୀ 8:37

Následuj nás:

Reklamy


Reklamy