Online Bible

- Reklamy -




1 ରାଜାବଳୀ 8:43 - ପବିତ୍ର ବାଇବଲ

43 ତୁମ୍ଭେ ତୁମ୍ଭର ନିବାସଭୂମି ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ; ସେହି ବିଦେଶୀ ଲୋକମାନଙ୍କର ପ୍ରାର୍ଥନା ଅନୁସାରେ ସେମାନଙ୍କୁ ଫଳ ଦିଅ; ତାହାହେଲେ ସେମାନେ ଇସ୍ରାଏଲ ଲୋକପରି ତୁମ୍ଭକୁ ଭୟ ଓ ଭକ୍ତି କରିବେ। ଆଉ ମଧ୍ୟ ସବୁ ସ୍ଥାନରେ ସବୁଲୋକ ତୁମ୍ଭର ସମ୍ମାନ ଉଦ୍ଦେଶ୍ୟରେ ମୁଁ ଏହି ମନ୍ଦିର ନିର୍ମାଣ କରିଛି ବୋଲି ଜାଣିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

43 ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ-ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।

Viz kapitola kopírovat

ଓଡିଆ ବାଇବେଲ

43 ତେବେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତେବେ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।

Viz kapitola kopírovat




1 ରାଜାବଳୀ 8:43

Následuj nás:

Reklamy


Reklamy