1 ରାଜାବଳୀ 8:45 - ପବିତ୍ର ବାଇବଲ45 ସେତେବେଳେ ତୁମ୍ଭେ ତୁମ୍ଭ ନିବାସଭୂମି ସ୍ୱର୍ଗରେ ଥାଇ ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନଙ୍କୁ ଫଳ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର-ନିଷ୍ପତ୍ତି କର। Viz kapitolaଓଡିଆ ବାଇବେଲ45 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର-ନିଷ୍ପତ୍ତି କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର ନିଷ୍ପତ୍ତି କର। Viz kapitola |