Online Bible

- Reklamy -




1 ରାଜାବଳୀ 8:46 - ପବିତ୍ର ବାଇବଲ

46 “ତୁମ୍ଭର ଲୋକମାନେ ସମୟ ସମୟରେ ତୁମ୍ଭ ବିରୁଦ୍ଧରେ ପାପ କରିବେ। ମୁଁ ଏହା ଜାଣେ କାରଣ ପ୍ରତ୍ୟେକ ଲୋକ ପାପ କରନ୍ତି। ତୁମ୍ଭେ ସେମାନଙ୍କ ଉପରେ କ୍ରୋଧାନ୍ୱିତ ହେବ ଓ ସେମାନଙ୍କୁ ଶତ୍ରୁମାନଙ୍କ ଦ୍ୱାରା ପରାଜିତ କରାଇବ। ସେମାନଙ୍କର ଶତ୍ରୁ ସେମାନଙ୍କୁ ବନ୍ଦୀକରି ଦୂର ଦେଶକୁ ନେଇଯିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯାʼନ୍ତି;

Viz kapitola kopírovat

ଓଡିଆ ବାଇବେଲ

46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା’ନ୍ତି;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁ ଦେଶକୁ ନେଇଯାʼନ୍ତି;

Viz kapitola kopírovat




1 ରାଜାବଳୀ 8:46

Následuj nás:

Reklamy


Reklamy