Online Bible

- Reklamy -

1 ରାଜାବଳୀ 8:47 - ପବିତ୍ର ବାଇବଲ

47 ସେହି ଦୂର ଦେଶରେ ବନ୍ଦୀରୂପେ ଥିବା ବେଳେ, ଯଦି ସେମାନେ ସେମାନଙ୍କର କୁକର୍ମ ପାଇଁ ସେଠାରେ ଅନୁତାପ କରନ୍ତି ଏବଂ ସ୍ୱୀକାର କରନ୍ତି, ‘ଆମ୍ଭେ ପାପ କଲୁ, ବିପଥଗାମୀ ହେଲୁ ଓ ଦୁଷ୍ଟ ହେଲୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;’

Viz kapitola kopírovat

1 ରାଜାବଳୀ 8:47

Následuj nás:

Reklamy

Reklamy