1 ରାଜାବଳୀ 8:50 - ପବିତ୍ର ବାଇବଲ50 ତୁମ୍ଭ ବିରୁଦ୍ଧରେ ପାପ କରିଥିବା ତୁମ୍ଭର ସେହି ଲୋକମାନଙ୍କୁ ଓ ତୁମ୍ଭଠାରୁ ବିମୁଖ ହୋଇଥିବା ସେହି ଲୋକମାନଙ୍କୁ କ୍ଷମା କର। ସେମାନଙ୍କର ଶତ୍ରୁମାନଙ୍କୁ ସେମାନଙ୍କ ପ୍ରତି ଦୟାଳୁ ହେବାକୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)50 ପୁଣି ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର। Viz kapitolaଓଡିଆ ବାଇବେଲ50 ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର। Viz kapitola |