1 ରାଜାବଳୀ 8:54 - ପବିତ୍ର ବାଇବଲ54 ଏହି ପ୍ରାର୍ଥନା କଲାବେଳେ ରାଜା ଶଲୋମନ ଯଜ୍ଞବେଦି ସମ୍ମୁଖରେ ଆଣ୍ଠୁମାଡ଼ି ଓ ସ୍ୱର୍ଗଆଡ଼େ ହସ୍ତ ପ୍ରସାରଣ କଲେ। ତା'ପରେ ସେ ଛିଡ଼ା ହେଲେ ଓ ପ୍ରାର୍ଥନା ସମାପ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)54 ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ଵର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ। Viz kapitolaଓଡିଆ ବାଇବେଲ54 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ। Viz kapitola |