1 ରାଜାବଳୀ 8:58 - ପବିତ୍ର ବାଇବଲ58 ମୁଁ ପ୍ରାର୍ଥନା କରୁଅଛି ଯେ, ଆମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ପ୍ରତି ଆନୁଗତ୍ୟ ରହିବୁ। ବିଶ୍ୱସ୍ତଭାବରେ ସଦାପ୍ରଭୁଙ୍କର ନିୟମ, ଆଦେଶ ଓ ବ୍ୟବସ୍ଥା ଯାହା ଆମ୍ଭର ପୂର୍ବପୁରୁଷଗଣଙ୍କୁ ଦିଆଯାଇଥିଲା, ସେଗୁଡ଼ିକ ପାଳନ କରି ଆମ୍ଭେ ପରମେଶ୍ୱରଙ୍କୁ ଅନୁସରଣ କରିବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)58 ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା ଓ ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ। Viz kapitolaଓଡିଆ ବାଇବେଲ58 ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ତାହାଙ୍କର ସମସ୍ତ ପଥରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ତାହାଙ୍କ ସମସ୍ତ ଆଜ୍ଞା, ବିଧି ଓ ଶାସନ ପାଳନ କରିବା ପାଇଁ ସେ ଆମ୍ଭମାନଙ୍କ ଅନ୍ତଃକରଣକୁ ଆପଣା ପ୍ରତି ଆକର୍ଷଣ କରନ୍ତୁ। Viz kapitola |