1 ରାଜାବଳୀ 8:59 - ପବିତ୍ର ବାଇବଲ59 ମୁଁ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କ ସମ୍ମୁଖରେ ମୋର ପ୍ରାର୍ଥନା ଓ ଅନୁରୋଧ ସର୍ବଦା ମନେ ରଖିବାକୁ, ଦିନ ଓ ରାତି ଆମ୍ଭ ପାଇଁ ଏହିସବୁ କରିବାକୁ ଓ ତାଙ୍କର ସେବକ ଓ ତାଙ୍କର ଇସ୍ରାଏଲ ଲୋକମାନଙ୍କର ଆବଶ୍ୟକତାର ଯତ୍ନ ନେବାକୁ ଆଗ୍ରହପୂର୍ଣ୍ଣ ସହିତ ପ୍ରାର୍ଥନା କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)59 ଆଉ ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୋଚରରେ ଥାଉ, ପୁଣି ପ୍ରତି ଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର-ନିଷ୍ପତ୍ତି କରନ୍ତୁ; Viz kapitolaଓଡିଆ ବାଇବେଲ59 ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତି ଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର-ନିଷ୍ପତ୍ତି କରନ୍ତୁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT59 ଆଉ, ମୁଁ ଏହି ଯେସବୁ କଥାରେ ସଦାପ୍ରଭୁଙ୍କ ସମ୍ମୁଖରେ ନିବେଦନ କଲି, ତାହା ଦିବାରାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୋଚରରେ ଥାଉ, ପୁଣି, ପ୍ରତିଦିନର ପ୍ରୟୋଜନାନୁସାରେ ସେ ଆପଣା ଦାସର ବିଚାର ଓ ଆପଣା ଲୋକ ଇସ୍ରାଏଲର ବିଚାର ନିଷ୍ପତ୍ତି କରନ୍ତୁ; Viz kapitola |