1 ରାଜାବଳୀ 8:61 - ପବିତ୍ର ବାଇବଲ61 ତୁମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଓ ସତ୍ ହୁଅ। ତାଙ୍କୁ ସର୍ବଦା ଅନୁସରଣ କରିବା ସଙ୍ଗେ ସଙ୍ଗେ ତାଙ୍କର ସମସ୍ତ ବ୍ୟବସ୍ଥା ଓ ଆଜ୍ଞା ପାଳନ କର। ବର୍ତ୍ତମାନ ପରି ଭବିଷ୍ୟତରେ ପାଳନ କରିବାକୁ ସର୍ବାନ୍ତଃକରଣରେ ସ୍ଥିର କର।” Viz kapitolaପବିତ୍ର ବାଇବଲ (Re-edited) - (BSI)61 ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ। Viz kapitolaଓଡିଆ ବାଇବେଲ61 ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।” Viz kapitola |