1 ରାଜାବଳୀ 8:63 - ପବିତ୍ର ବାଇବଲ63 ରାଜା ଶଲୋମନ ଓ ଇସ୍ରାଏଲର ସଦାପ୍ରଭୁଙ୍କ ସମ୍ମାନାର୍ଥେ ଲୋକମାନେ 22,000 ଗାଈ ଓ 120,000 ମେଷ ସହଭାଗିତାର ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ସମଗ୍ର ଇସ୍ରାଏଲର ଲୋକେ ସଦାପ୍ରଭୁଙ୍କ ମନ୍ଦିରରେ ଉତ୍ସର୍ଗ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)63 ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ। Viz kapitolaଓଡିଆ ବାଇବେଲ63 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାଇଶ ହଜାର ଗୋରୁ ଓ ଏକ ଲକ୍ଷ କୋଡ଼ିଏ ହଜାର ମେଷ ମଙ୍ଗଳାର୍ଥକ ବଳି ନିମନ୍ତେ ଉତ୍ସର୍ଗ କଲେ। ଏହିରୂପେ ରାଜା ଓ ଇସ୍ରାଏଲର ସମସ୍ତ ସନ୍ତାନ ସଦାପ୍ରଭୁଙ୍କ ଗୃହ ପ୍ରତିଷ୍ଠା କଲେ। Viz kapitola |