Online Bible

- Reklamy -




1 ରାଜାବଳୀ 8:64 - ପବିତ୍ର ବାଇବଲ

64 ଆଉ ମଧ୍ୟ ସେହି ଦିନ ରାଜା ସଦାପ୍ରଭୁଙ୍କ ମନ୍ଦିର ସମ୍ମୁଖସ୍ଥ ପ୍ରାଙ୍ଗଣ ପବିତ୍ର କଲେ; କାରଣ ସେଠାରେ ସେ ହୋମବଳି, ଶସ୍ୟ ନୈବେଦ୍ୟ ଓ ସହଭାଗିତାର ବଳିର ମେଦ ଉତ୍ସର୍ଗ କଲେ। ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦି ଅତି ଛୋଟ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

64 ସେହିଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ ସେଠାରେ ସେ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

64 ସେହିଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ-ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

64 ସେହି ଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।

Viz kapitola kopírovat




1 ରାଜାବଳୀ 8:64

Následuj nás:

Reklamy


Reklamy