1 ରାଜାବଳୀ 8:66 - ପବିତ୍ର ବାଇବଲ66 ଅଷ୍ଟମ ଦିନରେ ଶଲୋମନ ଲୋକମାନଙ୍କୁ ବିଦାୟ ଦେଲେ। ସମସ୍ତ ଲୋକେ ରାଜାଙ୍କୁ ଧନ୍ୟବାଦ ଦେଇ ସେମାନଙ୍କର ଘରକୁ ଗଲେ। ସଦାପ୍ରଭୁ ନିଜର ଦାସ ଦାଉଦଙ୍କ ପ୍ରତି ଓ ନିଜର ସନ୍ତାନ ଇସ୍ରାଏଲ ପ୍ରତି ଯେଉଁସବୁ ମଙ୍ଗଳବିଧାନ କଲେ, ତାହା ହୃଦୟଙ୍ଗମ କରି ପ୍ରତ୍ୟେକ ନିଜ ନିଜ ତମ୍ବୁକୁ ପ୍ରତ୍ୟାବର୍ତ୍ତନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)66 ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇ ଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ଵୁକୁ ଗଲେ। Viz kapitolaଓଡିଆ ବାଇବେଲ66 ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇ ଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT66 ଅଷ୍ଟମ ଦିନରେ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ରାଜାଙ୍କୁ ଧନ୍ୟବାଦ କଲେ, ପୁଣି, ସଦାପ୍ରଭୁ ଆପଣା ଦାସ ଦାଉଦଙ୍କ ପ୍ରତି ଓ ଆପଣା ଲୋକ ଇସ୍ରାଏଲ ପ୍ରତି ଯେସବୁ ମଙ୍ଗଳ ଦେଖାଇଥିଲେ, ତହିଁ ସକାଶୁ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ଆପଣା ଆପଣା ତମ୍ବୁକୁ ଗଲେ। Viz kapitola |