Online Bible

- Reklamy -




1 ରାଜାବଳୀ 8:9 - ପବିତ୍ର ବାଇବଲ

9 ସେହି ପବିତ୍ର ସିନ୍ଦୁକରେ କେବଳ ଦୁଇଟି ପ୍ରସ୍ତର ଫଳକ ଥିଲା। ହୋରେବ ନିକଟରେ ମୋଶା ଏହି ଫଳକ ଦୁଇଟିକୁ ରଖିଥିଲେ ଯେତେବେଳେ ଇସ୍ରାଏଲ ସନ୍ତାନଗଣ ମିଶର ଦେଶରୁ ବାହାରି ଆସିଥିଲେ। ସେତେବେଳେ ସଦାପ୍ରଭୁ ଏହି ହୋରେବରେ ଇସ୍ରାଏଲୀୟଙ୍କ ପାଇଁ ନିୟମ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ୍ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

9 ଇସ୍ରାଏଲ ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର-ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ବେଳେ ଓ ସଦାପ୍ରଭୁ ସେମାନଙ୍କ ସହିତ ନିୟମ କଲା ବେଳେ ହୋରେବ ନିକଟରେ ମୋଶା ଯେଉଁ ଦୁଇ ପ୍ରସ୍ତର ଫଳକ ସିନ୍ଦୁକ ମଧ୍ୟରେ ରଖିଥିଲେ, ତାହା ଛଡ଼ା ଆଉ କିଛି ତହିଁରେ ନ ଥିଲା।

Viz kapitola kopírovat




1 ରାଜାବଳୀ 8:9

Následuj nás:

Reklamy


Reklamy