1 ରାଜାବଳୀ 9:1 - ପବିତ୍ର ବାଇବଲ1 ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ମନ୍ଦିର, ରାଜଗୃହ ଓ ନିଜ ଇଚ୍ଛାନୁସାରେ ସମସ୍ତ ଜିନିଷର ନିର୍ମାଣ କାର୍ଯ୍ୟ ସମାପ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ, Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଓ ଆପଣାର ଇଚ୍ଛାମତ ଯେଉଁ ସମସ୍ତ କର୍ମ କରିବାକୁ ସନ୍ତୁଷ୍ଟ ହେଲେ, ସେସବୁର ନିର୍ମାଣ ସମାପ୍ତ କରନ୍ତେ, Viz kapitola |