1 ରାଜାବଳୀ 9:13 - ପବିତ୍ର ବାଇବଲ13 ତେଣୁ ସେ କହିଲା, “ହେ ମୋର ଭାଇ, ଏସବୁ କି ନଗର ମୋତେ ଦେଇଅଛ?” ପୁଣି ସେ ସେହିସବୁର ନାମ କାବୁଲ ଦେଶ ଦେଲା, ଅଦ୍ୟାପି ସେ ଦେଶର ନାମ କାବୁଲ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହୁଁ ସେ କହିଲା, ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ? ପୁଣି ସେ ସେହିସବୁର ନାମ କାବୁଲ ଦେଶ ଦେଲା, ସେହି ନାମ ଅଦ୍ୟାପି ଅଛି। Viz kapitolaଓଡିଆ ବାଇବେଲ13 ତହୁଁ ସେ କହିଲା, ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ ? ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ସେ କହିଲା, “ହେ ମୋହର ଭାଇ, ଏସବୁ କିପରି ନଗର ମୋତେ ଦେଇଅଛ?” ପୁଣି, ସେ ସେହିସବୁର ନାମ କାବୂଲ ଦେଶ ଦେଲା, ସେହି ନାମ ଆଜି ପର୍ଯ୍ୟନ୍ତ ଅଛି। Viz kapitola |