1 ରାଜାବଳୀ 9:15 - ପବିତ୍ର ବାଇବଲ15 ଶଲୋମନ ଦାସମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ବାଧ୍ୟ କରିଥିଲେ। ତତ୍ପରେ ସେ ମିଲ୍ଲୋ, ଯିରୁଶାଲମର ପ୍ରାଚୀର, ହାତ୍ସୋର, ମଗିଦ୍ଦୋ ଓ ଗେଷର୍ ନିର୍ମାଣ କରିବାରେ ସେମାନଙ୍କୁ ମଧ୍ୟ ବ୍ୟବହାର କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁଙ୍କ ଗୃହ ଓ ଆପଣା ନିଜ ଗୃହ ଓ ମିଲ୍ଲୋ ଓ ଯିରୂଶାଲମର ପ୍ରାଚୀର ଓ ହାତ୍ସୋର ଓ ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ। Viz kapitolaଓଡିଆ ବାଇବେଲ15 ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁଙ୍କ ଗୃହ, ଆପଣା ନିଜ ଗୃହ, ମିଲ୍ଲୋ, ଯିରୂଶାଲମର ପ୍ରାଚୀର, ହାସୋର, ମଗିଦ୍ଦୋ ଓ ଗେଷର ନିର୍ମାଣ କରିବା ପାଇଁ ରାଜା ଶଲୋମନ ଯେଉଁ ବେଠିକର୍ମକାରୀମାନଙ୍କୁ ସଂଗ୍ରହ କରିଥିଲେ, ତହିଁର ବିବରଣ। Viz kapitola |