1 ରାଜାବଳୀ 9:21 - ପବିତ୍ର ବାଇବଲ21 ଇସ୍ରାଏଲୀୟମାନେ ସେମାନଙ୍କୁ ବିନାଶ କରିବାକୁ କ୍ଷମ ହୋଇ ନ ଥିଲେ। ମାତ୍ର ଶଲୋମନ ସେମାନଙ୍କୁ ବେଠିକର୍ମ କରିବାକୁ ଦାସରୂପେ ସଂଗ୍ରହ କଲେ। ଅବଧି ସେମାନେ ଦାସ ହୋଇ ରହିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅର୍ଥାତ୍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ବର୍ଜିତ ରୂପେ ବିନାଶ କରି ପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜିଯାଏ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ। Viz kapitolaଓଡିଆ ବାଇବେଲ21 ଅର୍ଥାତ୍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରି ପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଅର୍ଥାତ୍, ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ-ସନ୍ତାନଗଣ ସମ୍ପୂର୍ଣ୍ଣ ରୂପେ ବିନାଶ କରିପାରି ନ ଥିଲେ, ସେମାନଙ୍କ ମଧ୍ୟରୁ ଶଲୋମନ ଆଜି ପର୍ଯ୍ୟନ୍ତ ବେଠିକର୍ମ କରିବା ପାଇଁ ଦାସ ସଂଗ୍ରହ କଲେ। Viz kapitola |