Online Bible

- Reklamy -




1 ରାଜାବଳୀ 9:25 - ପବିତ୍ର ବାଇବଲ

25 ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ବର୍ଷରେ ତିନିଥର ଧୂପ ଜଳାଇଲେ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ଵଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ-ନିର୍ମାଣ ସମାପ୍ତ କଲେ।

Viz kapitola kopírovat

ଓଡିଆ ବାଇବେଲ

25 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ-ନିର୍ମାଣ ସମାପ୍ତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ।

Viz kapitola kopírovat




1 ରାଜାବଳୀ 9:25

Následuj nás:

Reklamy


Reklamy