1 ରାଜାବଳୀ 9:5 - ପବିତ୍ର ବାଇବଲ5 ଯଦି ତୁମ୍ଭେ ଏହିସବୁ କର, ତୁମ୍ଭର ପିତା ଦାଉଦଙ୍କୁ ଆମ୍ଭେ ପ୍ରତିଜ୍ଞା କରିଥିଲୁ, ତୁମ୍ଭ ବଂଶର ଜଣେ ଲୋକ ଇସ୍ରାଏଲର ଶାସକ ହେବ। ତଦ୍ନୁସାରେ ଆମ୍ଭେ ଇସ୍ରାଏଲରେ ତୁମ୍ଭ ସିଂହାସନ ଚିରଦିନ ପାଇଁ ସ୍ଥାପନ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ଏହି ଯେ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନ; କାଳ ସ୍ଥିର କରିବା। Viz kapitolaଓଡିଆ ବାଇବେଲ5 ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ, ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତ କାଳ ସ୍ଥିର କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ‘ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ତୁମ୍ଭ ବଂଶରେ ଲୋକର ଅଭାବ ହେବ ନାହିଁ,’ ଏହି ଯେଉଁ ପ୍ରତିଜ୍ଞା ଆମ୍ଭେ ତୁମ୍ଭ ପିତା ଦାଉଦ ପ୍ରତି କରିଅଛୁ, ତଦନୁସାରେ ଆମ୍ଭେ ଇସ୍ରାଏଲ ଉପରେ ତୁମ୍ଭ ରାଜସିଂହାସନ ଅନନ୍ତକାଳ ସ୍ଥିର କରିବା। Viz kapitola |