1 ରାଜାବଳୀ 9:9 - ପବିତ୍ର ବାଇବଲ9 ତହିଁରେ ଲୋକମାନେ ଉତ୍ତର ଦେଇ ଥାଆନ୍ତେ, ‘ଏହା ଘଟିଲା କାରଣ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କୁ ପରିତ୍ୟାଗ କଲେ, ଯିଏ କି ସେମାନଙ୍କର ପୂର୍ବପୁରୁଷଗଣଙ୍କୁ ମିଶରରୁ ବାହାର କରି ଆଣିଥିଲେ। ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣଙ୍କୁ ଉପାସନା ଓ ପ୍ରଣାମ କଲେ। ଏହି କାରଣ ଯୋଗୁଁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ କାର୍ଯ୍ୟ ଘଟାଇଲେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ଵର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି। Viz kapitolaଓଡିଆ ବାଇବେଲ9 ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଲୋକମାନେ ଉତ୍ତର କରିବେ, ‘ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।’” Viz kapitola |